20.1 C
Bhubaneswar
Thursday, December 26, 2024
Homeଓଡିଶା୨୪ରେ ୨୦ ଲକ୍ଷ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

୨୪ରେ ୨୦ ଲକ୍ଷ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ତୃତୀୟ ପର୍ଯ୍ୟାୟ ରେ ସାମିଲ ହେବେ ସମସ୍ତ ଅଙ୍ଗନବାଡ଼ି କର୍ମୀ । ୨୪ ତାରିଖରେ ୨୦ ଲକ୍ଷ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ୨୪ ତାରିଖ ସୁଦ୍ଧା ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା ୮୦ ଲକ୍ଷ ଟପିବ । ବାଦ ପଡିଥିବା ୨ ଲକ୍ଷ ୬୭ ହଜାର ଆବେଦନର ଆଜି ସମୀକ୍ଷା ହେବ । ୫ ଲକ୍ଷ ଆବେଦନକାରୀଙ୍କୁ ସିଂଗଲେ ଏକାଉଣ୍ଟ ଦେବାକୁ ଅପିଲ କରୁଛି । ଗୋଟିଏ ନମ୍ବରରେ ଏକାଧିକ ଆକାଉଣ୍ଟ ଥିବାରୁ ଟିକେ ସମସ୍ୟା ହେଉଛି । ଆଉ ଯେଉଁମାନେ ରହିଯିବେ, ଜାନୁଆରୀ , ଫେବୃଆରୀ ରେ ପାଇବେ । ଜାନୁଆରୀ , ଫେବୃଆରୀର ଆବେଦନକାରି ଏକା ଥରକେ ୨ ଟି କିସ୍ତି ପାଇବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking