28.1 C
Bhubaneswar
Friday, September 20, 2024
Homeଅପରାଧନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡାଦେଶ

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡାଦେଶ

କଟକ : ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ କାରାଦଣ୍ଡ । ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୧୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି କଟକ ଫାଷ୍ଟଟ୍ରାକ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ । ଜରିମାନା ଅନାଦେୟ ହେଲେ ୬ ମାସ ଅଧିକ ଜେଲ ଦଣ୍ଡ । ଏହାସହ ପୀଡିତାଙ୍କୁ ୩ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ନାବାଳିକା ଦୁଷ୍କର୍ମ ମାମଲାରେ ଗୋପାଳ ସିଂହଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହିତ ୧୦ହଜାର ଟଙ୍କାର ଜରିମାନା ଧାର୍ଯ୍ୟ କରିଛନ୍ତି । ଏଥି ସହିତ ପୀଡିତାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣରୁ ୩ ଲକ୍ଷ କ୍ଷତିପୂରଣ ଦେବାକୁ କୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ଇନ୍ସପେକ୍ଟର ତିୱାରୀ କିଏ?

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking