37.1 C
Bhubaneswar
Monday, May 20, 2024
Homeଅପରାଧଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍‌

ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍‌

ନୂଆଦିଲ୍ଲୀ: କଟକ ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ । ୨୦୧୯ ତିଗିରିଆ ଅ୍‌ଂଚଳରେ ନାବାଳିକା ଦୁଷ୍କର୍ମ ମାମଲାରେ ପ୍ରକାଶ ପାଇଛି ରାୟ । ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଲେ ସ୍ୱତନ୍ତ୍ର ଆଡହକ୍ ପକ୍ସୋ କୋର୍ଟ । ୪ ଲକ୍ଷ କ୍ଷତିପୂରଣ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ।

ସ୍କୁଲ ବସ୍ ଓ ଭ୍ୟାନ୍ ମୁହାଁମୁହିଁ ଧକ୍କା, ୪ ପିଲା ମୃତ, ୧୫ ଆହତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking