27.1 C
Bhubaneswar
Thursday, March 26, 2026
Homeଦେଶ ବିଦେଶୟୁ.ଏସ.ଏ.ଆଇ.ଡିର ୨ ହଜାର କର୍ମଚାରୀଙ୍କୁ ଛଟେଇ

ୟୁ.ଏସ.ଏ.ଆଇ.ଡିର ୨ ହଜାର କର୍ମଚାରୀଙ୍କୁ ଛଟେଇ

ନୂଆଦିଲ୍ଲୀ : ଆମେରିକାରେ ଡୋନାଲ୍ଡ ଟ୍ରମ୍ପ ସରକାରର ବଡ଼ ନିଷ୍ପତ୍ତି। ୟୁଏସ୍ ଏଜେନ୍ସି ଫର ଇଣ୍ଟରନାସନାଲ ଡେଭଲପମେଣ୍ଟ ବା ୟୁ.ଏସ.ଏ.ଆଇ.ଡିର ୨ ହଜାର କର୍ମଚାରୀଙ୍କୁ ଛଟେଇ କରିଛନ୍ତି । ଏଥିସହ ବିଜ୍ଞପ୍ତି ଜାରି କରି ହଜାର ହଜାର ଲୋକଙ୍କୁ ଛୁଟିରେ ପଠାଯାଇଛି । ସରକାରଙ୍କ ଏହି ଯୋଜନା ଉପରେ ଅସ୍ଥାୟୀ ଭାବେ ରୋକ୍ ଲଗାଇବାକୁ ୟୁ.ଏସ.ଏ.ଆଇ.ଡି କର୍ମଚାରୀ କୋର୍ଟରେ ଆବେଦନ କରିଥିଲେ। କିନ୍ତୁ ଏହି ଆବେଦନକୁ ୟୁଏସ୍ ଡିଷ୍ଟ୍ରିକ୍ଟ ବିଚାରପତି କାର୍ଲ ନିକୋଲାସ୍ ଖାରଜ କରିଛନ୍ତି। କର୍ମଚାରୀଙ୍କୁ ଦିଆଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି ଯେ, ଫେବୃଆରୀ ୨୩ ରାତି ୧୧ଟା ୫୯ରୁ ୟୁ.ଏସ.ଏ.ଆଇ.ଡିର ସମସ୍ତ କର୍ମଚାରୀଙ୍କୁ ପ୍ରଶାସନିକ ଛୁଟିରେ ରଖାଯିବ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking