OnaKhabar

୬ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା, ସର୍ତକ କଲା ପାଣିପାଗ ବିଭାଗ

0 18

ଭୁବନେଶ୍ୱର: ଗୋଟେ ଦିନର ବ୍ଯବଧାନ ପରେ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେଉଥିବାର ଦେଖିବାକୁ ମିଳିଛି | ତେବେ ବର୍ଷାର ପରିମାଣ କିମ ଥିବା ବେଳେ କିନ୍ତୁ ବର୍ଷା ଲାଗି ରହୁଛି | ତେବେ ଆଜି ରାଜ୍ୟର ୬ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ଏହି ଜିଲ୍ଲା ଗୁଡ଼ିକ ହେଉଛି- ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼ ଓ ଖୋର୍ଦ୍ଧା । ଏହିସବୁ ଜିଲ୍ଲାବାସୀଙ୍କୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି ।

https://www.onakhabar.com/2019/07/bus-accident-29-died-and-20-injuired/

 

Leave A Reply

Your email address will not be published.