OnaKhabar

ଘର ଆଗରେ ମହିଳାଙ୍କୁ ଗଳାକାଟି ହତ୍ୟା

167

ଯାଜପୁର (ଓଏନଏ): ନିଜ ଘର ଆଗରେ ଜଣେ ମହିଳାଙ୍କୁ ଗଳାକାଟି ହତ୍ୟା କରାଯାଇଛି । ଘଟଣାଟି ଘଟିଛି ଯାଜପୁର ଜିଲ୍ଲା ବିଂଝାରପୁର ଥାନା ଅନ୍ତର୍ଗତ ଗୁଣ୍ଡୁରିପଡ଼ା ଗାଁରେ । ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଂଚି ରକ୍ତ ଜୁଡୁବୁଡୁ ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି । ମୃତ ମହିଳା ଜଣକ ହେଲେ ରିତାରାଣୀ ଦଳାଇ । ହତ୍ୟାର କାରଣ କିଛି ଜଣାପଡ଼ିନାହିଁ । ପୁଲିସ ଏ ନେଇ ତଦନ୍ତ ଆରମ୍ଭ କରିଛି ।

ବିଚ୍ ରାସ୍ତାରେ ଯୁବକଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

Comments are closed.