OnaKhabar

ଆଜିର ରାଶିଫଳ…

50

ବୃଷ: ମନ ଖୁସି ରହିବ। ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସହକର୍ମୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ।
ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଜଳଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
କନ୍ୟା: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।ତୁଳା: ଦ୍ୱନ୍ଦ୍ୱ ଭିତରେ ରହିବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧନପ୍ରାପ୍ତି ଯୋଗ ରହିଛି।
ବିଚ୍ଛା: ପରିବାରରେ ହସଖୁସିର ପରିବେଶ ରହିବ। ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।
ଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। କାହାକୁ ଟାଣ କଥା କୁହନ୍ତୁ ନାହିଁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।
ମକର: ବିବାହ ସ୍ଥିର ହୋଇପାରେ। ନୂତନ ବସ୍ତ୍ର କିଣି ପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।
କୁମ୍ଭ: ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ।
ମୀନ: ଆତ୍ମ ବିସ୍ୱାସ ବଢ଼ିବ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ ।

ଆହୁରି ପଢନ୍ତୁ