ମୃତଦେହ ଧରି ଫେରୁଥିବା ସମୟରେ ଘଟିଲା ଦୁର୍ଘଟଣା, ତିନି ଗୁରୁତର

ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ନିକଟରେ ୧୬ ନମ୍ୱର ଜାତୀୟ ରାଜପଥରେ ଘଟି ଯାଇଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା | ଏକ ଆମ୍ୱୁଲାନ୍ସ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିବାରୁ ତିନି ଜଣ ଗୁରୁତର ଭାବେ ଆହତ ହୋଇଥିବାର ସୂଚନା ମିଳିଛି । ସେମାନଙ୍କୁ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିସ୍ଥ୍ୟା କରା ଯାଉଛି । ସୂଚନା ମୁତାବକ, ଆଜି ଭୋରରେ ଏହି ଦୁର୍ଘଟଣା ଘଟିଛି । ଗତକାଲି ରାତିରେ ଧାମନଗର ବ୍ଲକ୍‌ … Continue reading ମୃତଦେହ ଧରି ଫେରୁଥିବା ସମୟରେ ଘଟିଲା ଦୁର୍ଘଟଣା, ତିନି ଗୁରୁତର