OnaKhabar

ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

3

ଚୌଦ୍ୱାର: କଟକର ଚୌଦ୍ୱାର ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ଭାବରେ ମୃତ୍ୟୁ ଘଟିଛି । ତେବେ ମୃତକ ଜଣକ ହେଲେ ନୟାଗଡ଼ ଅଂଚଳର ଦେବପ୍ରକାଶ ବେହେରା ବୋଲି ଜଣା ପଡିଛି । ଜେଲ ମଧ୍ୟରେ ଥିବା ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଦେବପ୍ରକାଶଙ୍କୁ ଉଦ୍ଧାର କରାଯାଇଥିଲା । ତାଙ୍କୁ ତୁରନ୍ତ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା ଚିକିସ୍ଥ୍ୟା କରା ଯାଉଥିଲା । ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବାର ସୂଚନା ମିଳିଛି ।

ଡିଇଓଙ୍କ କ୍ୱାର୍ଟର୍ସରେ ଶିକ୍ଷକଙ୍କ ଆତ୍ମହତ୍ୟା