OnaKhabar

ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

37

ବ୍ରହ୍ମପୁର : ଦିନକୁ ଦିନ ଦୁଷ୍କର୍ମ ,ଦୁର୍ବବ୍ୟବହାର ଭଳି ଘଟଣା ବଢିବାରେ ଲାଗିଛି । ଝିଅଟି କେଉଁଠି ବି ସୁରକ୍ଷିତ ନୁହେଁ । ଘରେ ନୁହେଁ କି ବାହାରେ ମଧ୍ୟ ନୁହେଁ । କେବେ ଶିକ୍ଷକ ଦୁଷ୍କର୍ମ କରୁଛି ତ କେବେ ଘର ଲୋକଙ୍କ ଦ୍ୱାରା ଦୁଷ୍କର୍ମ ତ କେବେ ବାହାର ଲୋକଙ୍କ ଦ୍ୱାରା ଦୁଷ୍କର୍ମର ଶିକାର ହେଉଛି ଝିଅଟି । ତେବେ ଏଭଳି ଏକ ଲଜ୍ଜା ଜନକ ଘଟଣା ଗଞ୍ଜାମ ଜିଲ୍ଲା ମେରାଇନ ଥାନା ଅଞ୍ଚଳରେ ଘଟିଛି । ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ମେରାଇନ ଥାନାରେ ପରିବାରଲୋକେ ଅଭିଯୋଗ ହୋଇଛି ।

ସୂଚନା ଅନୁଯାୟୀ, ନାବାଳିାକା ଜଣଙ୍କ ୧୦ ତାରିଖରୁ ନିଖୋଜ ଥିଲେ। ଶନିବାର ମୁମୂର୍ଷୁ ଅବସ୍ଥାରେ ସ୍ଥାନୀୟଲୋକେ ମେରାଇନ ଅଞ୍ଚଳରୁ ଉଦ୍ଧାର କରିଥିଲେ। ପରେ ନାବାଳିକା ଜଣଙ୍କୁ ସ୍ଥାନୀୟଲୋକେ ଏମକେସିଜି ମେଡ଼ିକାଲରେ ଭର୍ତ୍ତି କରିଥିବା ଜଣାପଡ଼ିଛି।

ନାବାଳିକାଙ୍କୁ ବିବାହର ପ୍ରତିଶ୍ରତି ଦେଇ ଦୁଷ୍କର୍ମ ଅଭିଯୋଗ : ଅଭିଯୁକ୍ତ ଗିରଫ