ଖୁସି ଖବର: ରାଜ୍ୟରେ ଆଉ ୨୦୭୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨୦୭୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨,୬୪,୧୦୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


LEAVE A REPLY

Please enter your comment!
Please enter your name here