29.1 C
Bhubaneswar
Thursday, April 25, 2024
Homeଓଡିଶାଆଜି ରାଜ୍ୟରୁ ଆଉ ୨୦୯୯ କରୋନା ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଆଜି ରାଜ୍ୟରୁ ଆଉ ୨୦୯୯ କରୋନା ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୦୧୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୬୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୮୫୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୬୮,୩୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୮୩, ଅନୁଗୁଳୁରୁ ୧୨୯, କଟକରୁ ୧୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking