ରାଜ୍ୟରେ ଆଜି ୨୧ ଜିଲ୍ଲାକୁ କାଳବୈଶାଖି ସତର୍କତା

ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଖରା ବର୍ଷାର ଲୁଚକାଳି ଖେଳ। ରାଜ୍ କରିବ କାଳବୈଶାଖୀ । ମଧ୍ୟାହ୍ନରେ ତାତି ରହିଲେ ମଧ୍ୟ ଅପରାହ୍ନରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିବ। ଏଥିପାଇଁ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାକୁ ବାଦ୍ ଦେଲେ ବାକି ୨୧ଟି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା … Continue reading ରାଜ୍ୟରେ ଆଜି ୨୧ ଜିଲ୍ଲାକୁ କାଳବୈଶାଖି ସତର୍କତା