40.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ୨୧୦ କରୋନା ପଜିଟିଭ୍ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ୨୧୦ କରୋନା ପଜିଟିଭ୍ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୧୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।  ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୭, ବାଲେଶ୍ୱରରୁ ୬, ବରଗଡ଼ରୁ ୮, ବଲାଙ୍ଗିରରୁ ୧୨, କଟକରୁ ୧୯, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୩, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୫୧, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨, ନୂଆପଡ଼ାରୁ ୨୩, ପୁରୀରୁ ୫, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୧୨ ଓ ଷ୍ଟେଟ୍ ପୁଲ୍‌ରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ରାଜ୍ୟରେ ୨୩୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ୧୩୯ ଜଣ କ୍ୱାରେଣ୍ଟିନ୍‌ରେ ଥିବାବେଳେ ଲୋକାଲ୍ କେସ୍ ୯୫ ଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking