ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୧୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୭୪ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୯୨୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୬୩୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
Covid-19 Report For 16th October
New Positives Cases: 2196
In quarantine: 1274
Local contacts: 922(Details of local contacts will be shared by concerned District Administration)
District Wise Cases
1. Angul: 107
2. Balasore: 104
3. Bargarh: 80
4. Bhadrak: 16
5. Balangir: 71— I & PR Department, Odisha (@IPR_Odisha) October 17, 2020
6. Boudh: 32
7. Cuttack: 175
8. Dhenkanal: 33
9. Gajapati: 7
10. Ganjam: 13
11. Jagatsinghpur: 86
12. Jajpur: 113
13. Jharsuguda: 71
14. Kalahandi: 94
15. Kandhamal: 34
16. Kendrapada: 82
17. Keonjhar: 67
18. Khurda: 259
19. Koraput: 29
20. Malkangiri: 38
21. Mayurbhanj: 119— I & PR Department, Odisha (@IPR_Odisha) October 17, 2020
22. Nawarangpur: 50
23. Nayagarh: 20
24. Nuapada: 108
25. Puri: 77
26. Rayagada: 14
27. Sambalpur: 37
28. Sonepur: 70
29. Sundargarh: 140
30. State Pool: 50New Recoveries: 2850
Cumulative Tested: 4001065
Positive: 266345
Recovered: 241385
Active Cases: 23786— I & PR Department, Odisha (@IPR_Odisha) October 17, 2020
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୪ଜଣ, ବରଗଡ଼ ଜିଲ୍ଲାରୁ ୮୦ଜଣ, ଭଦ୍ରକ ଜିଲ୍ଲାରୁ ୧୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୧ଜଣ, ବୌଦ୍ଧ ଜିଲ୍ଲାରୁ ୩୨ଜଣ, କଟକ ଜିଲ୍ଲାରୁ ୧୭୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୩ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୮୬ଜଣ, ଯାଜପୁର ଜିଲ୍ଲାରୁ ୧୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୧ଜଣ, କଳାହାଣ୍ଡି ଜିଲ୍ଲାରୁ ୯୪ଜଣ, କନ୍ଧମାଳ ଜିଲ୍ଲାରୁ ୩୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୨ଜଣ, କେନ୍ଦୁଝର ଜିଲ୍ଲାରୁ ୬୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୯ଜଣ,କୋରାପୁଟ ଜିଲ୍ଲାରୁ ୨୯ଜଣ, ମାଲକାନଗିରି ଜିଲ୍ଲାରୁ ୩୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୫୦ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୦୮ଜଣ, ପୁରୀ ଜିଲ୍ଲାରୁ ୭୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୭ଜଣ, ସୋନପୁର ଜିଲ୍ଲାରୁ ୭୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪୦ଜଣ, ଷ୍ଟେଟ ପୁଲ୍ରୁ ୫୦ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୬୩୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୭୮୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୪୧୩୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୦୦୧୦୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।