୨୧ରୁ ୩୧ ଯାଏଁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର: ଜୁଲାଇ ୨୧ରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେଉଥିବା ବେଳେ ବୋର୍ଡ ୱେବସାଇଟ୍‌ରେ ଆଡ୍‌ମିଟ୍ କାର୍ଡ ଉପଲବ୍ଧ କରାଯାଇଛି। ମାଧ୍ୟମକି ଶିକ୍ଷା ପରିଷଦ ପକ୍ଷରୁ ପ୍ରେସ୍ ରିଲିଜ୍ ଜରିଆରେ ଏହି ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀ www.bseodisha.acକୁ ଯାଇ ସେମାନଙ୍କ ଆଡ୍‌ମିଟ୍ କାର୍ଟ ଡାଉନ୍‌ଲୋଡ୍ କରିପାରିବେ। ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀମାନେ ମଧ୍ୟ ଏଥିରୁ ସେମାନଙ୍କ ଆଡ୍‌ମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ। ଜୁଲାଇ ୨୧ରୁ ୩୧ ତାରିଖ ପର୍ୟ୍ୟନ୍ତ ମାଟ୍ରିକ ସପ୍ଳିମେଣ୍ଟାରୀ … Continue reading ୨୧ରୁ ୩୧ ଯାଏଁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା