26.1 C
Bhubaneswar
Tuesday, October 22, 2024
Homeଓଡିଶାନଭେମ୍ବର ୨୧ରେ ଉପବାଚସ୍ପତି ନିର୍ବାଚନ

ନଭେମ୍ବର ୨୧ରେ ଉପବାଚସ୍ପତି ନିର୍ବାଚନ

ଭୁବନେଶ୍ୱର: ଭୁବନେଶ୍ବର:୨୧ରେ ହେବ ବିଧାନସଭା ଉପବାଚସ୍ପତି ନିର୍ବାଚନ । ନଭେମ୍ବର ୨୧ ତାରିଖ ସକାଳ ୯ଟା ୩୦ରେ ବିଧାନସଭା ଉପବାଚସ୍ପତି ନିର୍ବାଚନ ହେବ । ଏନେଇ ସମସ୍ତ ସଦସ୍ୟଙ୍କୁ ଚିଠି କରିଛନ୍ତି ବିଧାନସଭା ସଚିବ। ଉପବାଚସ୍ପତି ପଦରୁ ରଜନୀକାନ୍ତଙ୍କ ଇସ୍ତଫା ପରେ ଖାଲି ପଡ଼ିଥିଲା ପଦବୀ। ସୂଚନା ଅନୁଯାୟୀ, ଓଡ଼ିଶା ବିଧାନସଭାର ଉପବାଚସ୍ପତି ପଦରୁ ରଜନୀକାନ୍ତ ସିଂ ଇସ୍ତଫା ଦେଇଥିଲେ। ୨୦୧୯ରୁ ଉପବାଚସ୍ପତି ଥିଲେ ରଜନୀକାନ୍ତ ସିଂ। ତେବେ ବ୍ୟକ୍ତିଗତ କାରଣରୁ ସେ ଉପବାଚସ୍ପତି ପଦରୁ ଇସ୍ତଫା ଦେଇଥିବା କହିଥିଲେ।

ବଡ ଖବର: ଇସ୍ତଫା ଦେଲେ ଉପବାଚସ୍ପତି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking