28.1 C
Bhubaneswar
Saturday, April 27, 2024
Homeଓଡିଶାଆଜି ରାଜ୍ୟରୁ ୨୨୩୯ ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟରୁ ୨୨୩୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି୨୨୩୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୧୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୮୨୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୪ ହଜାର ୫୩୩ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୬, ବାଲେଶ୍ୱରରୁ ୧୩୦, ବରଗଡରୁ ୫୧, ଭଦ୍ରକରୁ ୭୩, ବଲାଙ୍ଗୀରୁ ୬୬, ବୌଦ୍ଧରୁ ୫୩, କଟକରୁ ୧୧୭, ଢେଙ୍କାନାଳରୁ ୩୬, ଗଜପତିରୁ ୪୨, ଗଞ୍ଜାମରୁ ୨୪୬, ଜଗତସିଂହପୁରରୁ ୨୬, ଯାଜପୁରରୁ ୭୫, ଝାରସୁଗୁଡାରୁ ୧୩, କଳାହାଣ୍ଡିରୁ ୨୧, କନ୍ଧମାଳରୁ ୯୦, କେନ୍ଦ୍ରପଡାରୁ ୭, କେନ୍ଦୁଝରରୁ ୭୨, କେରାପୁଟରୁ ୯୧, ମାଲାକାନଗିରିରୁ ୫୫, ମୟୂରଭଞ୍ଜରୁ ୮୦, ନବରଙ୍ଗପୁରରୁ ୧୪, ନୟାଗଡରୁ ୧୪୭, ନୂଆପଡାରୁ ୮, ପୁରୀରୁ ୪୦, ରାୟଗଡାରୁ ୧୨୦, ସମ୍ବଲପୁରରୁ ୫୩, ସୋନପୁରରୁ ୨୪ ଓ ସୁନ୍ଦରଗଡରୁ ୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking