38.1 C
Bhubaneswar
Friday, April 26, 2024
Homeଓଡିଶାଆଜି ରାଜ୍ୟରେ ୨୨୪୪ ପଜେଟିଭ ଚିହ୍ନଟ

ଆଜି ରାଜ୍ୟରେ ୨୨୪୪ ପଜେଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ସର୍ବାଧିକ ୨୨୪୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୯୦ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୮୫୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ୨୯୪ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking