ରାଜ୍ୟରେ ଆଜି ୨୨୭୫ କରୋନା ପଜିଟିଭ୍ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୨୭୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୧୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୯୫୭ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୬,୯୩୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୩୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here