ଭୁବନେଶ୍ୱର : ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୨୭୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୧୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୯୫୭ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୬,୯୩୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୩୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
6. Boudh: 21
7. Cuttack: 144
8. Deogarh: 15
9. Dhenkanal: 27
10. Gajapati: 6
11. Ganjam: 36
12. Jagatsinghpur: 55
13. Jajpur: 82
14. Jharsuguda: 100
15. Kalahandi: 64
16. Kandhamal: 50
17. Kendrapada: 68
18. Keonjhar: 37
19. Khurda: 364
20. Koraput: 39
21. Malkangiri: 53— I & PR Department, Odisha (@IPR_Odisha) October 13, 2020
22. Mayurbhanj: 110
23. Nawarangpur: 39
24. Nayagarh: 31
25. Nuapada: 69
26. Puri: 71
27. Rayagada: 33
28. Sambalpur: 56
29. Sonepur: 50
30. Sundargarh: 150
31. State Pool: 67New Recoveries: 2577
Cumulative Tested: 3836825
Positive: 256937
Recovered: 230192
Active Cases: 25635— I & PR Department, Odisha (@IPR_Odisha) October 13, 2020