27.1 C
Bhubaneswar
Wednesday, April 29, 2026
Homeଓଡିଶା'ଦାନା' ପାଇଁ ୨୩ରୁ ୨୫ ଶିମିଳିପାଳ ବନ୍ଦ

‘ଦାନା’ ପାଇଁ ୨୩ରୁ ୨୫ ଶିମିଳିପାଳ ବନ୍ଦ

ବାରିପଦା: ସମ୍ଭାବ୍ୟ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ କର୍ତ୍ତୃପକ୍ଷ ଆସନ୍ତା ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସମୟରେ କୌଣସି ପର୍ଯ୍ୟଟକ ଆସିପାରିବେ ନାହିଁ ବୋଲି ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ କର୍ତ୍ତୃପକ୍ଷ କହିଛନ୍ତି । ଉଲ୍ଲେଖ ଥାଉ କି ତିନିମାସ ବନ୍ଦ ରହିବା ପରେ ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯାଇଥିଲା। ଜୁନ୍ ୧୨ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା । ବର୍ଷାଦିନ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଥିଲା । ଆଉ ଗତ ୧୦ ତାରିଖରୁ ଏହା ଖୋଲାଯାଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking