ଭୁବନେଶ୍ୱର: ନବଜାତ ମୃତ୍ୟୁକୁ ନେଇ ବିଧାନସଭା ତଥ୍ୟ ଚିନ୍ତାଜନକ । ଗତ ତିନିବର୍ଷ ଭିତରେ ୨୩,୧୩୦ ନବଜାତକଙ୍କ ମୃତ୍ୟୁ ହୋଇଛି । ମା’ ଗର୍ଭରେ ୩୪ ହଜାର ୨୮୪ ଜଣ ଶିଶୁ ଙ୍କ ମୃତ୍ୟୁ ହୋଇଛି । ପ୍ରସବ ସମୟରେ ୨ ହଜାର ୬୪ ଜଣ ଗର୍ଭବତୀଙ୍କ ମୃତ୍ୟୁ ହୋଇଛି । ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ରଖିଛନ୍ତି ।









