21.1 C
Bhubaneswar
Thursday, February 5, 2026
Homeଓଡିଶାପୀତବାସଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା

ପୀତବାସଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା

ଭୁବନେଶ୍ୱର: ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା ପ୍ରଦାନ କରାଯିବ। ପୀତବାସଙ୍କ ଘର ଚାରିପଟେ ସାଧା ପୋଷାକଧାରୀ ପୋଲିସ ମୁତୟନ କରାଯାଇଛି। ପତ୍ନୀଙ୍କ ପ୍ରେସମିଟ୍‌ ପରେ ସୁରକ୍ଷା ଦେବାକୁ ପଦକ୍ଷେପ ନିଯାଇଛି। ମାମଲା ପ୍ରତ୍ୟାହାର ପାଇଁ ଧମକ ଆସୁଥିବା ଅଭିଯୋଗ କରିଥିଲେ ପତ୍ନୀ। ଅଜଣା ନମ୍ବରରୁ ପୁଅ ପାଖକୁ ୨ ଥର ଧମକପୂର୍ଣ୍ଣ କଲ୍ ଆସିଥିଲା।

ମାମଲା ପ୍ରତ୍ୟାହାର ପାଇଁ ହତ୍ୟା ଧମକ ଆସୁଛି: ପୀତବାସଙ୍କ ପତ୍ନୀ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking