28.1 C
Bhubaneswar
Saturday, April 20, 2024
Homeଓଡିଶାରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର : ରାଜ୍ୟ ପାଇଁ ଆଶ୍ୱସ୍ଥି । ଆଉ ୨୪ କରୋନା ପଜିଟିଭ୍ ସୁସ୍ଥ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୧୯ଜଣ, ଯାଜପୁରରୁ ୩ଜଣ ଓ ବାଲେଶ୍ୱର ଜିଲ୍ଲାରୁୁ ୨ଜଣ । ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥଙ୍କ ସଂଖ୍ୟା ୨୨୦କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି  ।
ସୂଚନା ଯୋଗ୍ୟ ଆଜି ସକାଳେ ଜଷର କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲାବେଳେ ୯୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ ।
ରାଜ୍ୟରେ ବତ୍ତର୍ମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨୮ ଥିବାବେଳ ସେଥିମଧ୍ୟରୁ ୨୨୦ଜଣ ସୁସ୍ଥ ହୋଇଛନ୍ତି ୪ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ଅନ୍ୟ ୬୦୪ ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।
https://onakhabar.com/2020/05/16/30-more-covid19-recoveries-in-odisha-today/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking