28.1 C
Bhubaneswar
Saturday, April 20, 2024
Homeଓଡିଶାଭୁବନେଶ୍ୱରରୁ ପୁଣି ୨୪୩ ପଜିଟିଭ୍

ଭୁବନେଶ୍ୱରରୁ ପୁଣି ୨୪୩ ପଜିଟିଭ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ୨୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୭୮ ଓ ସ୍ଥାନୀୟ ଅଞ୍ଚଳରୁ ୧୭୫ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୫୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୬ ହଜାର ୭୭୯ କୁ ବୃଦ୍ଧି ପାଇଛି । ମୋଟ ୨୬ ହଜାର ୭୯୯ ପଜିଟିଭ ମଧ୍ୟରୁ ୧୨୯ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୩ ହଜାର ୫୨୩ ଜଣ ସୁସ୍ଥ ଓ ୩,୧୦୬ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking