14.1 C
Bhubaneswar
Sunday, December 7, 2025
Homeଓଡିଶାଶୀତଳ ଭଣ୍ଡାର ନିର୍ମାଣ ପାଇଁ ୨୫୨ କୋଟି: ଉପମୁଖ୍ୟମନ୍ତ୍ରୀ

ଶୀତଳ ଭଣ୍ଡାର ନିର୍ମାଣ ପାଇଁ ୨୫୨ କୋଟି: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୫ ବର୍ଷ ଯାଏଁ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ୨୫୨ କୋଟି ବଜେଟ ପ୍ରାବଧାନ । ଗୃହରେ  ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଉତ୍ତର ରଖିଛନ୍ତି । କହିଛନ୍ତି, ୫୮ଟି ଉପଖଣ୍ଡରେ ଶୀତଲ ଭଣ୍ଡାର ପିପିପି ମୋଡରେ ହେବ । ଏନେଇ ଗୋ ସୁଗମ ଆପରେ ୧୩ଟି ଆବେଦନ ଆସିଛି । ୩ ଆବେଦନ କାର୍ଯ୍ୟକୁ ଆଗେଇବାକୁ ଗୋ ଆହେଡ ଦିଆଯାଇଛି । ଏଥିରୁ ପୁରୀ, ଯାଜପୁର ଓ ସୁବର୍ଣ୍ଣପୁର ଜିଲ୍ଲାର ଗୋଟେ ଲେଖାଏଁ ଅଛି ।  ଗୋଟିଏ ଅଚଳ ଶୀତଳ ଭଣ୍ଡାର ଖୋଲିବାକୁ ପଦକ୍ଷେପ ନିଆଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking