ଭୁବନେଶ୍ୱରରେ ଆଉ ୨୫୩ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଏବେ ବି କରୋନା ସଂକ୍ରମଣ ଜାରି ରହିଥିବା ବେଳେ ଭୁବନେଶ୍ୱରରୁ ଆଜି ୨୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୧୮୦ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଆଜି ରାଜଧାନୀରୁ ୨୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ୫୩୬କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୨୩ ହଜାର ୧୬୬ ଜଣ ସୁସ୍ଥ ହୋଇଥିବା ବେଳେ ୩୨୨୨ ଜଣ ଚିକିତ୍ସିତ ଓ ୧୨୭ ଜଣ ମୃତ୍ୟୁବରଣ କରିଛନ୍ତି ।

LEAVE A REPLY

Please enter your comment!
Please enter your name here