30.1 C
Bhubaneswar
Wednesday, April 24, 2024
Homeଓଡିଶା୩୦ ଜିଲ୍ଲାରୁ ୨୬୦୪ ପଜିଟିଭ ଚିହ୍ନଟ

୩୦ ଜିଲ୍ଲାରୁ ୨୬୦୪ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୬୦୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୧୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୦୯୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୯,୫୪୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୮୫, ଅନୁଗୁଳୁରୁ ୨୧୬, କଟକରୁ ୨୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking