34.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗରାଜ୍ୟରେ ଆଜି ୨୭୦୬ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୨୭୦୬ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଜି ୨୭୦୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୦୮୦୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ସର୍ବାଧିକ କଟକରୁ ୪୧୧, ଖୋର୍ଦ୍ଧାରୁ ୩୫୪, ମୟୁରଭଞ୍ଜରୁ ୨୩୩, ଗଞ୍ଜାମରୁ ୧୭୩, ନୟାଗଡ଼ରୁ ୧୫୨, ବରଗଡ଼ରୁ ୧୩୯, ପୁରୀରୁ ୧୩୨, ରାୟଗଡ଼ାରୁ ୧୦୧, ଝାରସୁଗୁଡ଼ାରୁ ୯୩, ଯାଜପୁରରୁ ୯୨, କେନ୍ଦୁଝରରୁ ୮୨, ସମ୍ବଲପୁରରୁ ୮୧, ଜଗତସିଂହପୁରରୁ ୭୫, କେନ୍ଦ୍ରାପଡ଼ାରୁ ୬୬, ଢ଼େଙ୍କନାଳରୁ ୬୫, କୋରାପୁଟରୁ ୬୫, ଭଦ୍ରକରୁ ୫୩, ନବରଙ୍ଗପୁରରୁ ୫୨, ବାଲେଶ୍ୱରରୁ ୩୮, ସୁନ୍ଦରଗଡ଼ରୁ ୩୪, କଳାହାଣ୍ଡିରୁ ୩୩, ମାଲକାନଗିରିରୁ ୨୭, ବଲାଙ୍ଗୀରରୁ ୨୫, ସୋନପୁରରୁୁ ୨୪, ବୌଦ୍ଧରୁ ୨୩, ନୂଆପଡ଼ାରୁ ୨୩, କନ୍ଧମାଳରୁ ୨୦, ଗଜପତିରୁ ୧୮, ଅନୁଗୁଳରୁ ୧୭, ଦେଓଗଡ଼ରୁ ୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking