27.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗଲକ୍ଷେ ଟପିଲା ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା, ଆଜି ୨୭୮୭ କରୋନା ଆକ୍ରାନ୍ତ ସୁସ୍ଥ

ଲକ୍ଷେ ଟପିଲା ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା, ଆଜି ୨୭୮୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର : ରାଜ୍ୟରେ ଆଜି ଲକ୍ଷେ ଟପିଛି ସୁସ୍ଥଙ୍କ ସଂଖ୍ୟା । ଆଜି ୨୭୮୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୦୨୧୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଖୋର୍ଦ୍ଧାରୁ ୧୧୪୫, କଟକରୁ ୨୩୦, ପୁରୀରୁ ୧୯୨, ମୟୁରଭଞ୍ଜରୁ ୧୫୩, ଗଞ୍ଜାମରୁ ୧୧୫, ବାଲେଶ୍ୱରରୁ ୭୮, କେନ୍ଦୁଝରରୁ ୭୬, ବରଗଡ଼ରୁ ୭୫, ଯାଜପୁରରୁ ୬୮, କୋରାପୁଟରୁ ୬୮, ଜଗତସିଂହପୁରରୁ ୬୪, ସମ୍ବଲପୁରରୁ ୬୨, ଭଦ୍ରକରୁ ୫୪, ଝାରସୁଗୁଡ଼ାରୁ ୫୦, ନବରଙ୍ଗପୁରରୁ ୪୫, ମାଲକାନଗିରିରୁ ୪୧, ସୋନପୁରରୁ ୩୬, ଢ଼େଙ୍କାନାଳରୁ ୩୫, ବଲାଙ୍ଗୀରରୁ ୨୮, କନ୍ଧମାଳରୁ ୨୮, ନୂଆପଡ଼ାରୁ ୨୫, ସୁନ୍ଦରଗଡ଼ରୁ ୨୩, କଳାହାଣ୍ଡିରୁ ୧୮, ରାୟଗଡ଼ାରୁ ୧୮, ଗଜପତିରୁ ୧୭, କେନ୍ଦ୍ରାପଡ଼ାରୁ ୧୫, ନୟାଗଡ଼ରୁ ୧୨, ଅନୁଗୁଳରୁ ୯, ବୌଦ୍ଧରୁ ୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking