ରାଜ୍ୟରୁ ଗୋଟିଏ ଦିନରେ ୨୮୫୪ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୮୫୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬୫୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧୯୫ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୯,୬୯୩ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ … Continue reading ରାଜ୍ୟରୁ ଗୋଟିଏ ଦିନରେ ୨୮୫୪ ପଜିଟିଭ ଚିହ୍ନଟ