33.1 C
Bhubaneswar
Thursday, April 25, 2024
Homeଓଡିଶାଜୁଲାଇ ମାସର ଦ୍ୱିତୀୟ ସପ୍ତାହାନ୍ତ ସଟ୍‌ଡାଉନ୍‌ର ଆଜି ପ୍ରଥମ ଦିନ

ଜୁଲାଇ ମାସର ଦ୍ୱିତୀୟ ସପ୍ତାହାନ୍ତ ସଟ୍‌ଡାଉନ୍‌ର ଆଜି ପ୍ରଥମ ଦିନ

ଭୁବନେଶ୍ବର : ଜୁଲାଇ ମାସର ଦ୍ୱିତୀୟ ସପ୍ତାହାନ୍ତ ସଟ୍‌ଡାଉନ୍‌ର ଆଜି ପ୍ରଥମ ଦିନ । ୧୭ ଜିଲ୍ଲାରେ ଶନିବାର ଓ ରବିବାର ଦୁଇ ଦିନ ସଟ୍‌ଡାଉନ୍ ରହିବ । ସଟ୍‌ଡାଉନ୍ ରଖାଯାଥିବା ଜିଲ୍ଲାରେ କରୋନା ଆକ୍ଟିଭ୍ କେସ୍ ଅଧିକ ଥିବାରୁ ସପ୍ତାହାନ୍ତ ସଟଡାଉନ୍ ଜାରି ରହିବ ।
୧୭ଟି ଜିଲ୍ଲା ଭିତରେ ପ୍ରଥମେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲ୍ଲା ସଟ୍‌ଡାଉନ୍ ରହିବା ନେଇ ଘୋଷଣା କରାଯାଇଥିଲା । ହେଲେ ପରେ ଆଉ ୭ ଜିଲ୍ଲା ରାୟଗଡ଼ା, କୋରାପୁଟ, କନ୍ଧମାଳ, କେନ୍ଦ୍ରାପଡ଼ା, ବଲାଙ୍ଗିର, ବରଗଡ଼ ଓ ଢେଙ୍କାନାଳରେ ଜୁଲାଇ ୩୧ ପର୍ଯ୍ୟନ୍ତ ସପ୍ତାହାନ୍ତ ସଟ୍‌ଡାଉନ୍ ଘୋଷଣା କରିଥିଲେ ଜିଲ୍ଲାପାଳ। ଏସବୁ ଜିଲ୍ଲାରେ କରୋନା ଆକ୍ଟିଭ୍ କେସ୍ ଅଧିକ ଥିବାରୁ ସପ୍ତାହାନ୍ତ ସଟଡାଉନ୍ ଜାରି ରହିବ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking