28.1 C
Bhubaneswar
Saturday, July 27, 2024
Homeଓଡିଶାପାରାଦୀପ ମୁହାଣରେ ବୋଟ୍ ଓଲଟିବା ଘଟଣାରେ ଏବେ ବି ୩ ନିଖୋଜ

ପାରାଦୀପ ମୁହାଣରେ ବୋଟ୍ ଓଲଟିବା ଘଟଣାରେ ଏବେ ବି ୩ ନିଖୋଜ

ପାରାଦୀପ: ପାରାଦୀପରେ ମହାନଦୀ ମୁହାଣରେ ଡଙ୍ଗାବୁଡ଼ି ଘଟଣାରେ ଜାରି ରହିଛି ସର୍ଚ୍ଚ ଅପରେସନ। ଏବେ ବି ୩ ମତ୍ସ୍ୟଜୀବୀ ନିଖୋଜ ଅଛନ୍ତି। କୋଷ୍ଟଗାର୍ଡ ହେଲିକପ୍‌ଟର୍‌ରେ ସର୍ଚ୍ଚ ଅପରେସନ୍ ସତ୍ତ୍ୱେ ୩ ନିଖୋଜ ମତ୍ସ୍ୟଜୀବୀଙ୍କ ସମ୍ପର୍କରେ କୌଣସି ସୂଚନା ମିଳିପାରିନି।

ଗତକାଲି ବିଳମ୍ବିତ ରାତିରେ ସର୍ଚ୍ଚ ଅପରେସନ୍ କାର୍ଯ୍ୟକୁ ବନ୍ଦ ରଖାଯାଇଥିଲା। ଆଜି ସକାଳୁ ପୁଣି ଖୋଜାଖୋଜି ଆରମ୍ଭ ହୋଇଛି। ଗତକାଲି ଅପରାହ୍ଣରେ ମୁହାଣ ପାଖରେ ମାଛ ମାରି ଫେରିବା ବେଳେ ମତ୍ସ୍ୟଜୀବୀଙ୍କ ଏକ ଡଙ୍ଗା ଓଲଟି ପଡ଼ିଥିଲା। ଏଥିରେ ୮ ଜଣ ମତ୍ସ୍ୟଜୀବୀ ଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking