39.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗବିଏମ୍‌ସିର ୩ କର୍ମଚାରୀଙ୍କୁ କରୋନା

ବିଏମ୍‌ସିର ୩ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ୩ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ ଇଞ୍ଜିନିୟର ଓ ଜଣେ ଡ୍ରାଇଭର ଥିବା ସୂଚନା ମିଳିଛି । ୩ଜଣ ଆକ୍ରାନ୍ତଙ୍କ ବାହାର ଜିଲ୍ଲାର ଟ୍ରାଭେଲ୍ ହିଷ୍ଟ୍ରି ଥିବା ସୂଚନା ମିଳିଛି । ୩କରୋନା ଆକ୍ରାନ୍ତ ଚିହ୍ନଟ ପରେ ଇଞ୍ଜିନିୟରିଂ ବିଭାଗକୁ ସିଲ୍ କରାଯାଇଛି । ଇଞ୍ଜିନିୟର ବିଭାଗର ସମସ୍ତ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନ୍ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ସୂଚନା ଦେଲେ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ।

ଖାଉଟି ଦ୍ରବ୍ୟର ମୂଲ୍ୟ ଅହେତୁକ ବୃଦ୍ଧି, ଗ୍ରାହକ ଚିନ୍ତାରେ

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking