28.1 C
Bhubaneswar
Sunday, September 8, 2024
Homeଦେଶ ବିଦେଶ୩ କୋଟି ପିଏମ୍ଏୱାଇ

୩ କୋଟି ପିଏମ୍ଏୱାଇ

ନୂଆଦିଲ୍ଲୀ : ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି । ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ । ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ତେବେ ଆଉ ୩ କୋଟି ଆବାସ ଗୃହ ନିର୍ମାଣ ନେଇ ଅର୍ଛମନ୍ତ୍ରୀଙ୍କ ଘୋଷଣା । ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ବ୍ୟବସ୍ଥା । ମାହିଳା ଓ ଯୁବତୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ୩ ଲକ୍ଷ କୋଟି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking