39.2 C
Bhubaneswar
Thursday, April 18, 2024
Homeଓଡିଶା୩ ଦିନ ସ୍ୱଳ୍ପରୁ ମଧ୍ୟମ ବର୍ଷା

୩ ଦିନ ସ୍ୱଳ୍ପରୁ ମଧ୍ୟମ ବର୍ଷା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଘୂର୍ଣ୍ଣିଂ ବଳୟ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଫଳରେ ଏହା ପ୍ରଭାବରେ ୨୮,୨.୩୦ରେ ରାଜ୍ୟରେ ୭ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହି ୭ ଜିଲ୍ଲା ହେଲା ଗଂଜାମ, ଗଜପତି, ପୁରୀ, ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଂଗପୁର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking