22.1 C
Bhubaneswar
Tuesday, March 25, 2025
Homeଓଡିଶାଗୋଷ୍ଠୀ ସଂଘର୍ଷରେ ୩ ଜଣଙ୍କ ମୃତ୍ୟୁ

ଗୋଷ୍ଠୀ ସଂଘର୍ଷରେ ୩ ଜଣଙ୍କ ମୃତ୍ୟୁ

ଗଞ୍ଜାମ: ଗୋଷ୍ଠୀ ସଂଘର୍ଷରେ ୩ ଜଣଙ୍କ ମୃତ୍ୟୁ। ୪ ଜଣ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ବଡଗଡ ଥାନା ଖାରିଗୁମ୍ମା ଗାଁରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଘଟଣାସ୍ଥଳରେ ୨ ଜଣ ଏବଂ ଡାକ୍ତରଖାନାରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗୁରୁତରଙ୍କୁ ଧରାକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରିଛି । ଗାଁରେ ୫ଟି ଥାନାର ଆଇଆଇସି ପହଞ୍ଚି ଯାଞ୍ଚ କରୁଥିବା ଜଣାପଡ଼ିଛି । ଧରାକୋଟ, ବଡ଼ଗଡ଼, ଶେରଗଡ଼, ସୋରଡ଼ା ଓ ଆସ୍କାର ଆଇଆଇସି ଆସିଥିବା ସୂଚନା । ଗୁଣିଗାରେଡି ସନ୍ଦେହରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking