+ ୩ ନାମଲେଖା ପ୍ରସଙ୍ଗ: ଦ୍ୱିତୀୟ ପର୍ଯ୍ୟାୟରେ ୩୯,୮୮୪ ଛାତ୍ରଛାତ୍ରୀ ମନୋନୀତ

ଭୁବନେଶ୍ୱର: ରାଜ୍ୟରେ ଡିଗ୍ରୀ କଲେଜଗୁଡ଼ିକରେ + ୩ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଛି । ଦ୍ୱିତୀୟ ପର୍ଯ୍ୟାୟରେ ୩୯,୮୮୪ ମନୋନୀତ ହୋଇଥିବା ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ମଧ୍ୟରେ ୨୧,୧୬୫ ଛାତ୍ରୀ ଥିବା ବେଳେ ୧୮,୭୧୭ ଛାତ୍ର ଏବଂ ୨ କିନ୍ନର ଅଛନ୍ତି । ମନୋନୀତ ଛାତ୍ରୀଛାତ୍ରଙ୍କ ମଧ୍ୟରେ କଳାରେ ୨୧,୦୪୧ ଥିବା ବେଳେ ସେଲ୍‌ଫ ଫାଇନାନ୍ସିଂରେ ୫୩୭, ବାଣିଜ୍ୟରେ ୩,୪୦୦, ଶାସ୍ତ୍ରୀରେ ୪୨୩, ଫିଜିକାଲ … Continue reading + ୩ ନାମଲେଖା ପ୍ରସଙ୍ଗ: ଦ୍ୱିତୀୟ ପର୍ଯ୍ୟାୟରେ ୩୯,୮୮୪ ଛାତ୍ରଛାତ୍ରୀ ମନୋନୀତ