34.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ୩ ଲକ୍ଷ ଛୁଇଁଲା ପଜିଟିଭ ସଂଖ୍ୟା : ଆଜି ୧୩୭୨ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ୩ ଲକ୍ଷ ଛୁଇଁଲା ପଜିଟିଭ ସଂଖ୍ୟା : ଆଜି ୧୩୭୨ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୩୭୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୯୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୭୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୦,୧୪୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୫ ଓ କଟକରୁ ୧୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking