29.4 C
Bhubaneswar
Tuesday, June 23, 2026
Homeଦେଶ ବିଦେଶ୩ ଓଡିଆଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ

୩ ଓଡିଆଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ

ନୂଆଦିଲ୍ଲୀ: ଓଡିଶା ପାଇଁ ଗର୍ବ ଏବଂ ଗୌରବ ଆଣିଛନ୍ତି ୩ ଜଣ । ୩ ଓଡିଆଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି । ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଛନ୍ତି ୩ ଓଡିଆ । ସାହିତ୍ୟ ଓ ଶିକ୍ଷା ପାଇଁ ଚରଣ ହେମ୍ବ୍ରମଙ୍କୁ ପଦ୍ମଶ୍ରୀ ପୁରସ୍କାର , କଳା ପାଇଁ ଶରତ ପାତ୍ର ଓ ସୀମାଞ୍ଚଳ ପାତ୍ରଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଛି । ଶରତ ପାତ୍ର ହେଉଛନ୍ତି କଟକ ନୂଆପାଟଣା, ମାଣିଆବନ୍ଧର ହସ୍ତତନ୍ତର ବୁଣାକାର , ଇକକ ଓ ବାନ୍ଧ କଳାରେ ନିଖୁଣତା ହାସଲ କରିଛନ୍ତି ଶରତ ପାତ୍ର । ସୀମାଞ୍ଚଳ ପାତ୍ର ଗଞ୍ଜାମ ଅଞ୍ଚଳର ପ୍ରସିଦ୍ଧ ଲୋକକଳାକାର ଏବଂ ଶଖୀ ନାଟ ପାଇଁ ବେଶ ପ୍ରସିଦ୍ଧି ଲାଭ ପୂର୍ବରୁ କରି ସାରିଛନ୍ତି ଶୀମାଞ୍ଚଳ ପାତ୍ର । ଯାହାଙ୍କର ବୟସ ୯୮ ବର୍ଷ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking