35.1 C
Bhubaneswar
Monday, March 23, 2026
Homeଓଡିଶାମୁଖ କ୍ୟାନସରରେ ୧୦ ବର୍ଷରେ ୩ ହଜାର ମୃତ

ମୁଖ କ୍ୟାନସରରେ ୧୦ ବର୍ଷରେ ୩ ହଜାର ମୃତ

ଭୁବନେଶ୍ୱର: ଏବେ ମୁଖ କ୍ୟାନସର ସାଜିଛି ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ । ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନସର ନେଲାଣି ୩ ହଜାରରୁ ଅଧିକ ଜୀବନ । ଏନେଇ ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ରଖିଛନ୍ତି । ୧୦ ବର୍ଷରେ ମୁଖ କ୍ୟାନସରରେ ୩ ହଜାର ୧୫୭ ଜଣଙ୍କ ଜୀବନ ଯାଇଛି । ଧୂମହୀନ ତମାଖୁ ବନ୍ଦ ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ୨୧ ଜାନୁଆରୀ ନିର୍ଦ୍ଦେଶନାମା ପରେ ଚଢାଉ ଜୋରଦାର ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking