27.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗରାଜ୍ୟରେ ଆଜି ୩୦୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଜି ୩୦୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର : ରାଜ୍ୟରେ ଆଜି ୩୦୩୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୯୯୩୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଖୋର୍ଦ୍ଧାରୁ ସର୍ବାଧିକ୮୯୨ , ମୟୁରଭଞ୍ଜରୁ ୨୪୨, ବରଗଡ଼ରୁ ୧୬୮, ଗଞ୍ଜାମରୁ ୧୫୪, କଟକରୁ ୧୫୦, ରାୟଗଡ଼ାରୁ ୧୩୯, ବାଲେଶ୍ୱରରୁ ୯୭, ସୁନ୍ଦରଗଡ଼ରୁ ୯୭, କେନ୍ଦୁଝରରୁ ୯୫, ସମ୍ବଲପୁରରୁ୮୩, କେନ୍ଦ୍ରାପଡ଼ାରୁ ୮୦, ଯାଜପୁରରୁ ୭୯, କୋରାପୁଟରୁ ୭୯, ଝାରସୁଗୁଡ଼ାରୁ ୭୦, ମାଲକାନଗିରିରୁ ୬୮, ପୁରୀରୁ ୫୮, ଜଗତସିଂହପୁରରୁ ୫୭, ଢ଼େଙ୍କାନାଳରୁ ୫୬, ଅନୁଗୁଳରୁ ୪୯, ବଲାଙ୍ଗୀରରୁ ୪୬, ଭଦ୍ରକରୁ ୪୨, କନ୍ଧମାଳରୁ ୪୦, ସୋନପୁରରୁ ୪୦, ନବରଙ୍ଗପୁରରୁ ୩୫, ନୟାଗଡ଼ରୁ ୩୧, ଗଜପତିରୁ ୨୬, କଳାହାଣ୍ଡିରୁ ୨୩, ବୌଦ୍ଧରୁ ୨୧, ନୂଆପନାରୁ ୧୨ ଓ ଦେଓଗଡ଼ରୁ ୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking