38.1 C
Bhubaneswar
Saturday, April 20, 2024
Homeବ୍ରେକୀଙ୍ଗଭୁବନେଶ୍ୱରରୁ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱରରୁ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୯୦ ଓ ସ୍ଥାନୀୟ ଅଞ୍ଚଳରୁ ୨୧୫ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୫୧୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୧୭ ହଜାର ୯୨୫ କୁ ବୃଦ୍ଧି ପାଇଛି । ମୋଟ ୧୭,୯୨୫ ପଜିଟିଭ ମଧ୍ୟରୁ ୬୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୧୩,୬୩୧ ଜଣ ସୁସ୍ଥ ଓ ୪,୨୧୨ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି । ଏକ ଘରୋଇ ହସ୍ପିଟାଲ ଓ ଆଇଆରସି ଭିଲେଜରୁ ୯ ଲେଖାଏଁ ଲୋକାଲ କେସ ଚିହ୍ନଟ ହୋଇଛି । ନୟାପଲ୍ଲୀରୁ ୮, ୟୁନିଟ-୬ରୁ ୬, ବାପୁଜୀ ନଗରରୁ ୪ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking