32.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗରାଜ୍ୟରେ ଆଜି ୩୦୬୭ ପଜିଟିଭ୍ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ଆଜି ୩୦୬୭ ପଜିଟିଭ୍ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୦୬୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୦୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୨୫୮ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୧୫,୬୭୬ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୫୫ ଓ କଟକରୁ ୨୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking