ଡେସ୍କ: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୦୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଫଳରେ ସକ୍ରିୟ ସଂକ୍ରମିତ ସଂଖ୍ୟା ୧୫୦୫କୁ ବୃଦ୍ଧି ପାଇଛି। ସେହି ସମୟ ମଧ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦,୦୦୦ ଉପରେ ୯୩ ହଜାର ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା