34.1 C
Bhubaneswar
Friday, March 29, 2024
Homeଓଡିଶାସୁସ୍ଥ ହେଲେ ଆଉ ୩୧ କରୋନା ଆକ୍ରାନ୍ତ

ସୁସ୍ଥ ହେଲେ ଆଉ ୩୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ପାଇଁ ଏକ ଆଶ୍ୱସ୍ତିର ଖବର ଆସିଛି । ଏବେ ଆଉ ୩୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଖବର ମିଳିଛି । ସୁସ୍ଥ ହୋଇଥିବା ବ୍ୟକ୍ତିମାନେ ଯାଜପୁର ଜିଲ୍ଲାର ବୋଲି ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ୧୧୬ ଜଣ ସୁସ୍ଥ ହୋଇଥିବା ସୂଚନା ମିଳିଛି । ତେବେ ଯାଜପୁରର ମୋଟ ୬୪ କରୋନା ରୋଗୀଙ୍କ ମଧ୍ୟରୁ ଏଯାବତ ୩୩ ଜଣ ସୁସ୍ଥ ହେଲେଣି । ଏବେ ୩୧ ଜଣ ଚିକିତ୍ସାଧୀନ ଅଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର ଓ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରକାଶ ପାଇଛି ।
https://onakhabar.com/2020/05/12/covid-19-death-2293-in-india/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking