28.1 C
Bhubaneswar
Thursday, March 28, 2024
Homeଓଡିଶାରାଜ୍ୟରୁ ଆଜି ୩୧୪୪ ପଜିଟିଭ ଚିହ୍ନଟ

ରାଜ୍ୟରୁ ଆଜି ୩୧୪୪ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୧୪୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୨୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୧୯ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୪,୧୪୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୬୨ ଓ କଟକରୁ ୨୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking