31.1 C
Bhubaneswar
Friday, March 29, 2024
Homeଓଡିଶାଆଜି ରାଜଧାନୀରୁ ୩୧୭ ଆକ୍ରାନ୍ତ ଚିହ୍ନଟ

ଆଜି ରାଜଧାନୀରୁ ୩୧୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୦୭ ଓ ସ୍ଥାନୀୟ ଅଞ୍ଚଳରୁ ୧୧୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୭୦ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୭୩୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୮୯ ଜଣ ସୁସ୍ଥ ହୋଇଛନ୍ତି ଓ ୩୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୨୯୦୧ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।
  

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking