38.8 C
Bhubaneswar
Friday, April 19, 2024
Homeଓଡିଶାଆଜି ପୁଣି ଆଉ ୩୨୪ ଆକ୍ରାନ୍ତ ଚିହ୍ନଟ ହେଲେ ରାଜଧାନୀରୁ

ଆଜି ପୁଣି ଆଉ ୩୨୪ ଆକ୍ରାନ୍ତ ଚିହ୍ନଟ ହେଲେ ରାଜଧାନୀରୁ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୭୩ ଓ ସ୍ଥାନୀୟ ଅଞ୍ଚଳରୁ ୧୫୧ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୦୮ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।


·
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୬୭୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦୬୧ ଜଣ ସୁସ୍ଥ ହୋଇଛନ୍ତି ଓ ୩୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୨୬୧୮ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking